ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ କଙ୍କୋରଡ଼ା ଗ୍ରାମରେ ଦାଦା ବଟି ମାଗି ମରଣାନ୍ତକ ଆକ୍ରମଣ ଓ ଟଙ୍କା…