ମୁଁ ସୁନ୍ଦର ନୁହେଁ, ମୁଁ ମରିଯିବାକୁ ଚାହେଁ, ଏମିତି କହି ୩ ଥର ଆତ୍ମହତ୍ୟା ଉଦ୍ୟମ କଲେଣି NEET ଛାତ୍ରୀ, ପୂରା ଘଟଣା ଜାଣିଲେ…
ଲକ୍ଷ୍ନୌ,୧୨ା୧୧: ଉତ୍ତରପ୍ରଦେଶର ଗୋରଖପୁରରେ ରହୁଥିବା ଜଣେ ୧୯ ବର୍ଷୀୟା ଛାତ୍ରୀ, ଯିଏ କି ଡାକ୍ତରୀ ପ୍ରବେଶିକା ପରୀକ୍ଷା (NEET) ପାଇଁ ପ୍ରସ୍ତୁତ ହେଉଛନ୍ତି, ନିଜର ରୂପକୁ ନେଇ ଏପରି ଏକ ମାନସିକ ସ୍ଥିତି ଦେଇ ଗତି କରୁଛନ୍ତି ଯାହା ସମସ୍ତଙ୍କୁ ଚିନ୍ତାରେ…

