ଭୟଙ୍କର ଦୁର୍ଘଟଣା: ଟ୍ରକ୍ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ… ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍ ସହ ଧକ୍କା ହୋଇଥିଲା ଏକ ଘରୋଇ ଆମ୍ବୁଲାନ୍ସ। ଏହି ଆମ୍ବୁଲାନ୍ସଟି ଭୁବନେଶ୍ୱରରୁ ରୋଗୀ ଛାଡ଼ି ଅନୁଗୋଳ…