UPI ୟୁଜର୍ସଙ୍କୁ ଝଟକା: ଆଜିଠୁ ହେଲା ନୂଆ ନିୟମ, ଚେକ୍ କରିନିଅନ୍ତୁ ନୂଆଦିଲ୍ଲୀ,୧।୮: ଆଜିଠାରୁ ଏକ ନୂତନ ମାସ ଆରମ୍ଭ ହୋଇଛି। ଏହି ନୂତନ ମାସ କିଛି ପରିବର୍ତ୍ତନ ଆଣିଛି। ଯଦି ଏହି ପରିବର୍ତ୍ତନଗୁଡ଼ିକ ସିଧାସଳଖ ଆପଣଙ୍କ ଜୀବନ ସହିତ ଜଡିତ, ତେବେ ଆପଣଙ୍କ ପାଇଁ ଏହା ଜାଣିବା ଗୁରୁତ୍ୱପୂର୍ଣ୍ଣ। ୧ ଅଗଷ୍ଟରୁ UPIର…