Tag Archives: Australia

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ ଯାଇଥିବା ଦଳ କେବଳ ମ୍ୟାଚ୍‌ରେ ପରାଜୟ ବରଣ କରିନାହିଁ ବରଂ ପଡ଼ିଆ ବାହାରେ…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି। ଫଳରେ ପୂର୍ବତନ ଚାମ୍ପିୟନ ଅଷ୍ଟ୍ରେଲିଆ ବିଶ୍ୱକପ୍‌ ଦୌଡ଼ରୁ ବାହାର ହୋଇଯାଇଛି। ମ୍ୟାଚ୍ ବାତିଲ…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ସୁପର-୮ ପର୍ଯ୍ୟାୟରେ ନିଜର ସ୍ଥାନ ପକ୍କା କରିଛି। ଅନ୍ୟପଟେ, ଏହି…

ଟି-୨୦ ବିଶ୍ୱକପ୍ ୨୦୨୬: ବଡ଼ ବିପର୍ଯ୍ୟୟ ଘଟାଇଲା ଜିମ୍ବାୱେ; ଅଷ୍ଟ୍ରେଲିଆ ୨୩ ରନରେ ପରାସ୍ତ

କଲୋମ୍ବୋ,୧୩।୨: ଟି-୨୦ ବିଶ୍ୱକପ୍ ୨୦୨୬ର ୧୯ତମ ମ୍ୟାଚରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ୨୩ ରନରେ ପରାସ୍ତ କରି ଜିମ୍ବାୱେ କ୍ରିକେଟ ଜଗତକୁ ଚକିତ କରିଦେଇଛି। କଲୋମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଏହି ରୋମାଞ୍ଚକର ମୁକାବିଲାରେ…

ଟି-୨୦ ବିଶ୍ୱକପ୍: ଆହତ ହେଲେ ଅଷ୍ଟ୍ରେଲିଆ ଅଧିନାୟକ, ଷ୍ଟିଭ୍ ସ୍ମିଥ୍‌ଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆର ଅସୁବିଧା ଥମିବାର ନାଁ ନେଉନାହିଁ। ଜସ୍ ହାଜେଲଉଡ୍ ଏବଂ ପ୍ୟାଟ୍ କୁମିନ୍ସ ଆଗରୁ ଆହତ ଥିବାବେଳେ ଏବେ ଅଧିନାୟକ ମିଚେଲ ମାର୍ଶ ମଧ୍ୟ ଆହତ ହୋଇଛନ୍ତି। ବୁଧବାର ଆୟର୍ଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ ମାର୍ଶଙ୍କ ଅନୁପସ୍ଥିତିରେ ଟ୍ରାଭିସ୍…

ଅଷ୍ଟ୍ରେଲିଆରେ ଇସ୍ରାଏଲ ରାଷ୍ଟ୍ରପତିଙ୍କୁ ବିରୋଧ, ହେଲେ କାହିଁକି ହେଲା ପ୍ରଦର୍ଶନ? ଜାଣନ୍ତୁ…

ସିଡନୀ,୧୦।୨: ଇସ୍ରାଏଲର ରାଷ୍ଟ୍ରପତି ଆଇଜାକ ହର୍ଜୋଗ ଅଷ୍ଟ୍ରେଲିଆ ଗସ୍ତରେ ଆସୁଛନ୍ତି। ସେ ସୋମବାର ଚାରି ଦିନିଆ ଗସ୍ତ ପାଇଁ ସିଡନୀରେ ପହଞ୍ଚିଥିଲେ। ଗତ ଡିସେମ୍ବରରେ ବଣ୍ଡି ବିଚ ଆତଙ୍କବାଦୀ ଆକ୍ରମଣ ପରେ ଅଷ୍ଟ୍ରେଲିଆର ଯିହୁଦୀ ସମ୍ପ୍ରଦାୟକୁ ସମର୍ଥନ ଜଣାଇବା ପାଇଁ ହର୍ଜୋଗଙ୍କ…

ଅଷ୍ଟ୍ରେଲିଆର ଗର୍ବ ଭାଙ୍ଗିଲା ଭାରତ: କଲା ବଡ଼ କାରନାମା

ନୂଆଦିଲ୍ଲୀ,୯।୨: ICC ପୁରୁଷ T20 ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆ ବିଜୟ ସହିତ ତା’ର ଅଭିଯାନ ଆରମ୍ଭ କରିଥିଲା। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଭାରତ ଆମେରିକା ବିପକ୍ଷରେ ୨୯ ରନ୍‌ରେ ବିଜୟୀ ହୋଇ ଅନେକ ରେକର୍ଡ ସ୍ଥାପନ କରିଥିଲା। ICC ବିଶ୍ୱକପ୍‌ରେ…

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ବଡ଼ ଭବିଷ୍ୟବାଣୀ କଲେ ରିକି ପଣ୍ଟିଂ: ଅଷ୍ଟ୍ରେଲିଆ ନୁହେଁ, ଏହି ଦଳ ହେବ ଚାମ୍ପିୟନ୍‌

ସିଡନୀ,୨।୨:ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ଏବଂ କିମ୍ବଦନ୍ତୀ କ୍ରିକେଟ ବିଶେଷଜ୍ଞ ରିକି ପଣ୍ଟିଂ ICC ପୁରୁଷ T20 ବିଶ୍ୱକପ 2026 ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ପଣ୍ଟିଂ ଏହି ବିଶ୍ୱକପରେ କେଉଁ ଦଳ ସମ୍ଭାବ୍ୟ ବିଜେତା ତାହା ପ୍ରକାଶ କରିଛନ୍ତି। ICC…

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍ ଡକେଟ୍‌ଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ସେ…

ବନ୍ଧୁକ ଆଇନ କଡ଼ାକଡ଼ି କରିବ ଅଷ୍ଟ୍ରେଲିଆ

ସିଡ୍‌ନୀ,୧୬ା୧୨: ଅଷ୍ଟ୍ରେଲିଆର ସିଡ୍‌ନୀସ୍ଥିତ ବଣ୍ଡାଇ ବିଚ୍‌ରେ ରବିବାର ହିହୁଦୀଙ୍କ ହାଣ୍ଡୁକ୍କା ଉତ୍ସବର ପ୍ରଥମ ଦିନରେ ୨ ବନ୍ଧୁକଧାରୀଙ୍କ ଗୁଳିମାଡ଼ରେ ୧୬ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକେ ଆହତ ହୋଇଥିଲେ। ଅଷ୍ଟ୍ରେଲିଆରେ ପ୍ରାୟ ୩୦ ବର୍ଷ ମଧ୍ୟରେ ଏହା ସବୁଠୁ ବଡ଼…

ବିଶ୍ୱର ପ୍ରଥମ ଦେଶ ଭାବେ ସୋସିଆଲ ମିଡିଆ ବ୍ୟାନ କଲା ଅଷ୍ଟ୍ରେଲିଆ, ଏତିକି ବର୍ଷରୁ କମ୍ ପିଲା…

ନୂଆଦିଲ୍ଲୀ,୯।୧୨: ପିଲାମାନଙ୍କୁ ସୋସିଆଲ ମିଡିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ଅଷ୍ଟ୍ରେଲିଆ ଏକ ଐତିହାସିକ ପଦକ୍ଷେପ ନେଇଛି। ବୁଧବାର ମଧ୍ୟରାତ୍ରିରୁ ଅଷ୍ଟ୍ରେଲିଆ ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆକୁ ସମ୍ପୂର୍ଣ୍ଣ ନିଷିଦ୍ଧ କରିବାରେ ବିଶ୍ୱର ପ୍ରଥମ ଦେଶ…

ଆଶେସ୍: ଜୋ ରୁଟ୍‌ଙ୍କ ଅଷ୍ଟ୍ରେଲିଆରେ ପ୍ରଥମ ଶତକ, ଭାଇରାଲ ହେଲା ହେଡେନଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ,୪ା୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍‌ର ଦ୍ୱିତୀୟ ତଥା ପିଙ୍କ୍-ବଲ୍ ଟେଷ୍ଟର ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଇଂଲଣ୍ଡ ଏକ ସମ୍ମାନଜନକ ସ୍ଥିତିରେ ପହଞ୍ଚିଛି। ଦିନର ଖେଳ ଶେଷ ବେଳକୁ ଇଂଲଣ୍ଡ ୯ ୱିକେଟ୍‌ ହରାଇ ୩୨୫ ରନ୍‌ ସଂଗ୍ରହ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?