ଅଷ୍ଟ୍ରେଲିଆନ୍ ଓପନ ଜିତିଲେ ଜାନିକ୍ ସିନର, ରୋମାଞ୍ଚକର ଫାଇନାଲରେ ଡାନିଏଲ ମେଡଭେଡେଭଙ୍କୁ କଲେ ପରାସ୍ତ
ନୂଆଦିଲ୍ଲୀ, ୨୮।୧: ଅଷ୍ଟ୍ରେଲିଆନ୍ ଓପନରେ ପୁରୁଷ ସିଙ୍ଗଲ୍ସ ଫାଇନାଲ ମ୍ୟାଚର ନିର୍ଣ୍ଣାୟକ ସେଟରେ ଜାନିକ୍ ସିନର୍ ଡାନିଏଲ ମେଡଭେଡେଭଙ୍କୁ ପରାସ୍ତ କରିଛନ୍ତି। ଋଷର ଟେନିସ୍ ଏସ୍ ମେଡଭେଡେଭ୍ ଦୁଇଥର ପ୍ରଥମ ଦୁଇ ସେଟରେ ପ୍ରାଧାନ୍ୟ ବିସ୍ତାର କରିଥିଲେ ମଧ୍ୟ ଇଟାଲୀୟ ଜାନିକ୍…
ଇତିହାସ ରଚିଲେ ରୋହନ ବୋପାନ୍ନା, ଅଷ୍ଟ୍ରେଲିଆନ୍ ଓପନ ଜିତି ସୃଷ୍ଟି କଲେ ବିଶ୍ୱ ରେକର୍ଡ
ନୂଆଦିଲ୍ଲୀ,୨୭।୧: ୪୩ ବର୍ଷ ବୟସରେ ପ୍ରଥମ ଗ୍ରାଣ୍ଡସ୍ଲାମ ଜିତି ଇତିହାସ ରଚିଛନ୍ତି ଭାରତୀୟ ଟେନିସ ତାରକା ରୋହନ ବୋପାନ୍ନା। ଏହି ଭେଟେରାନ ଭାରତୀୟ ଖେଳାଳି ତାଙ୍କ ଅଷ୍ଟ୍ରେଲୀୟ ସାଥୀ ମାଥ୍ୟୁ ଏବଡେନଙ୍କ ସହ ଅଷ୍ଟ୍ରେଲିଆନ୍ ଓପନ ଗ୍ରାଣ୍ଡସ୍ଲାମ ପୁରୁଷ ଡବଲ୍ସ ଟାଇଟଲ…
ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆନ ଓପନ୍ ଫାଇନାଲରେ ରୋହନ ବୋପାନ୍ନା
ନୂଆଦିଲ୍ଲୀ,୨୫।୧: ପ୍ରଥମ ଥର ଆଷ୍ଟ୍ରେଲିଆନ ଓପନ ଫାଇନାଲରେ ପ୍ରବେଶ କରିଛନ୍ତି ଭାରତର ଭେଟେରାନ ଟେନିସ ପ୍ଲେୟାର ରୋହନ ବୋପାନ୍ନା। ଅଷ୍ଟ୍ରେଲିଆର ମାଥ୍ୟୁ ଏବଡେନଙ୍କ ସହ ଅଷ୍ଟ୍ରେଲିୟ ଓପନ୍ ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରି ତାଙ୍କର ପ୍ରଥମ ଗ୍ରାଣ୍ଡ୍ ସ୍ଲାମ୍ ଟାଇଟଲ୍…

