ଅଷ୍ଟ୍ରେଲୀୟ ଦଳରୁ ବାଦ ପଡ଼ିଲେ ଏହି ୩ ଖେଳାଳି; ଇଂଲଣ୍ଡ ବିପକ୍ଷ ସିରିଜ ପାଇଁ ନୂଆଙ୍କୁ ସୁଯୋଗ
ନୂଆଦିଲ୍ଲୀ,୨।୧୧: କ୍ରିକେଟ ଅଷ୍ଟ୍ରେଲିଆ ଇଂଲଣ୍ଡ ବିପକ୍ଷରେ ହେବାକୁ ଥିବା ଆଗାମୀ ଦିନିକିଆ (ODI) ଏବଂ ଟି-୨୦ ସିରିଜ ପାଇଁ ନିଜ ଦଳ ଘୋଷଣା କରିଛି। ଦିନିକିଆ ଦଳରୁ ତିନିଜଣ ପ୍ରମୁଖ ବୋଲରଙ୍କୁ ବାଦ ଦିଆଯାଇଥିବା ବେଳେ କେତେଜଣ ନୂଆ ଖେଳାଳିଙ୍କୁ ସାମିଲ…

