ସିମନବାଡ଼ି ଜାତୀୟ ରାଜପଥ ଉପରେ ମାଳମାଳ ଗାଡ଼ି ପାର୍କିଂ, ବାଇକ୍ ଚାଳକଙ୍କୁ ଅଟୋ ଧକ୍କା ଦେବାରୁ…
ଦାରିଙ୍ଗବାଡ଼ି,୨୮ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିମନବାଡ଼ି ଦେଇ ଯାଇଥିବା ୫୯ ନମ୍ବର ଜାତୀୟ ରାଜପଥରେ ଏବେ ଅମାନିଆ ଅଟୋ ଚାଳକଙ୍କ ଯୋଗୁ ଦୁର୍ଘଟଣା ବଢ଼ିବାରେ ଲାଗିଛି। ଶନିବାର ଅପରାହ୍ନରେ ଏକ ଅଟୋ ଧକ୍କାରେ ଜଣେ ବାଇକ୍ ଆରୋହୀ…

