Video: ‘ଶିବାଜୀ ପାର୍କ, ଶିବାଜୀ ପାର୍କ…’ ଡାକି ଅଟୋ ଡ୍ରାଇଭର ସାଜିଲେ ଅଭିଜିତ ଦୀପକେ, କେଉଁ ବାର୍ତ୍ତା ଦେବାକୁ ଚାହୁଁଥିଲେ CJP ମୁଖ୍ୟ, ଜାଣନ୍ତୁ…
ନୂଆଦିଲ୍ଲୀ,୨।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଅକ୍ଟୋବର ୨ ଅପରାହ୍ନ ୪ଟାରେ ମୁମ୍ବାଇରେ ଏକ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି। ଏହି ବିକ୍ଷୋଭ ଶିବାଜୀ ପାର୍କରେ ଅନୁଷ୍ଠିତ ହେବ। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ…

