ଓଲଟିଲା ଯାତ୍ରୀବାହୀ ଅଟୋ ଦିଗପହଣ୍ଡି,୧୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ଅନଙ୍ଗପୁର ଗାଁ ନିକଟ ମୁଖ୍ୟରାସ୍ତାରେ ବୁଧବାର ଅପରାହ୍ନରେ ଏକ ଯାତ୍ରୀବାହୀ ଅଟୋ (ନଂ.ଓଡି ୦୭ ଜେଡ୍-୬୮୭୨) ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିବାରୁ ଅଟୋ ଚାଳକଙ୍କ ସମେତ...