ଯୁଦ୍ଧ ମଧ୍ୟରେ ଆଡଭାଇଜରି ଜାରି କଲା DGCA: ଏହି ୯ଟି ଦେଶର ଆକାଶମାର୍ଗରେ ଯାତ୍ରା ନ କରିବାକୁ ପରାମର୍ଶ ନୂଆଦିଲ୍ଲୀ,୨୦ା୩: ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଯୁଦ୍ଧଗ୍ରସ୍ତ ଉପସାଗରୀୟ ଅଞ୍ଚଳରେ ୯ଟି ଦେଶର ଆକାଶମାର୍ଗକୁ ଏଡ଼ାଇବା ପାଇଁ ପରାମର୍ଶ ଦେଇଛି। ଏହି ଅଞ୍ଚଳରେ ଚାଲିଥିବା ସଂଘର୍ଷ ପରେ ବୃଦ୍ଧି ପାଇଥିବା ବିପଦକୁ ଦୃଷ୍ଟିରେ ରଖି ହଠାତ୍ ଏପରି ଯୋଜନା ପ୍ରସ୍ତୁତ…