ଯୌନଶୋଷଣ ନିରୋଧ ଆଇନ ସଚେତନତା
ପୁରୁଷୋତ୍ତମପୁର,୨୮ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକ ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ଶନିବାର ଯୌନଶୋଷଣ ନିରୋଧ ଆଇନ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଇନସେବା କମିଟିର ଅଧ୍ୟକ୍ଷ ସିନିୟର ସିଭିଲ ଜଜ୍ ତଥା…
ଗଣତନ୍ତ୍ର ଦିବସରେ ସଚେତନତାର ବାର୍ତ୍ତା ବାଣ୍ଟିଲେ ବିଚାରପତି:
ପୁରୁଷୋତ୍ତମପୁର,୨୬ା୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପବିତ୍ର ଗଣତନ୍ତ୍ର ଦିବସ ଅବସରରେ ସିଭିଲକୋର୍ଟ ପକ୍ଷରୁ ବାଲ୍ୟ ବିବାହମୁକ୍ତ ଭାରତ ଗଠନ ଲାଗି ସଚେତନତାର ବାର୍ତ୍ତା ବଣ୍ଟାଯାଇଛି। ତାଲୁକ୍ ଆଇନସେବା କମିଟିର ଅଧ୍ୟକ୍ଷ ତଥା ସିନିୟର ସିଭିଲଜଜ୍ ଶରତକୁମାର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ…
ମୋବାଇଲ ପାଇଁ ବଢୁଛି ସାଇବର ଠକେଇ, ଅପରାଧୀମାନେ ବରିଷ୍ଠ ନାଗରିକଙ୍କୁ ଟାର୍ଗେଟ୍ କରି…
ଗଞ୍ଜାମ,୫ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ପୋଲିସ ପକ୍ଷରୁ ସାଇବର ସୁରକ୍ଷା ସଚେତନତା ଶିବିର ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମଠାରେ ବୁଧବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଛତ୍ରପୁର ଏସ୍ଡିପିଓ ଚନ୍ଦନ ଘଡ଼ାଇ ସଭାପତିତ୍ୱ କରିଥିଲେ। ଥାନା ଆଇଆଇସି ସୁମିତ୍ରା ପାତ୍ର ସଂଯୋଜନା ଓ…
ସଚେତନତା ବଢ଼ିଲେ ରୋକାଯାଇ ପାରିବ ଦୁର୍ନୀତି
ଭଞ୍ଜନଗର,୧ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଦୁର୍ନୀତି ନିବାରଣ ସପ୍ତାହ ପାଳିତ ହୋଇଯାଇଛି। ଏଥିରେ ଅତିଥିମାନେ ଯୋଗଦେଇ କର୍ମଚାରୀ, ସାଧାରଣଜନତା ଏବଂ ଛାତ୍ରୀଛାତ୍ରଙ୍କ ମଧ୍ୟରେ ସଚେତନତା ବଢ଼ିଲେ ହିଁ ଯାଇ ଦୁର୍ନୀତିକୁ ରୋକାଯାଇ ପାରିବ…
ସୁରକ୍ଷା, ସଂରକ୍ଷଣ ଲାଗି ସଚେତନତାକୁ ଗୁରୁତ୍ୱ
ବିଲୁପ୍ତପ୍ରାୟ ପ୍ରଜାତିର ସୁରକ୍ଷା ଓ ସଂରକ୍ଷଣ ଲାଗି ସଚେତନତା ବୃଦ୍ଧି ସକାଶେ ପ୍ରତିବର୍ଷ ସେପ୍ଟେମ୍ବର ୨୨ରେ ପାଳିତ ହୋଇଆସୁଛି ‘ ବିଶ୍ୱ ଗଣ୍ଡା ଦିବସ’। ୨୦୧୦ ମସିହାରେ ପ୍ରଥମେ ଏହି ଦିବସକୁ ଡବ୍ଲ୍ୟୁଡବ୍ଲ୍ୟୁଏଫ୍-ଦକ୍ଷିଣ ଆଫ୍ରିକା ଦ୍ୱାରା ଘୋଷଣା କରାଯାଇଥିଲା। ତେବେ ୨୦୧୧ରେ…
ଅଭିନୟ ଜରିଆରେ ଗ୍ରାମାଞ୍ଚଳ ଲୋକଙ୍କୁ ଡେଙ୍ଗୁ, ମ୍ୟାଲେରିଆ ସଚେତନ କଲେ ଛାତ୍ରୀଛାତ୍ର
କେସିଙ୍ଗା,୨୧ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କମଳାକାନ୍ତ ନର୍ସିଂ ଆଣ୍ଡ୍ ହେଲଥ ସାଇନ କଲେଜ ପକ୍ଷରୁ ଡେଙ୍ଗୁ, ମ୍ୟାଲେରିଆ ଓ ଡାଇରିଆ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ କେସିଙ୍ଗା ବ୍ଲକ ବାଲସି ଗ୍ରାମର ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ କଲେଜର ଅଧ୍ୟକ୍ଷ ସତ୍ୟ…
Archives


