ଅକ୍ଷର ପଟେଲ ସାଜିଲେ ‘ସୁପରମ୍ୟାନ୍’: ୨୪ ମିଟର ପଛକୁ ଦୌଡ଼ି ଧରିଲେ ଏମିତି ଅସମ୍ଭବ କ୍ୟାଚ୍, ସ୍ତବ୍ଧ ହୋଇଗଲା… ମୁମ୍ବାଇ,୫।୩: ଟି-୨୦ ବିଶ୍ୱକପ୍ ୨୦୨୬ର ପ୍ରତିଟି ମ୍ୟାଚରେ ଚମତ୍କାର କ୍ୟାଚ୍ ଦେଖିବାକୁ ମିଳୁଛି। କିନ୍ତୁ ସେମିଫାଇନାଲ ଭଳି ହାଇ-ଭୋଲଟେଜ ମ୍ୟାଚ୍ରେ ଅକ୍ଷର ପଟେଲ ଯେଉଁ କ୍ୟାଚ ଧରିଛନ୍ତି, ତାହା କ୍ରିକେଟ ପ୍ରେମୀଙ୍କୁ ଚକିତ କରିଦେଇଛି। ଇଂଲଣ୍ଡ ଅଧିନାୟକ ହ୍ୟାରୀ ବ୍ରୁକ୍ଙ୍କୁ ଆଉଟ…