IDFର ଦାବି, ଅଲି ଖାମେନେଇଙ୍କ ବିମାନ ଧ୍ବସଂ କଲା ଇସ୍ରାଏଲ ନୂଆଦିଲ୍ଲୀ,୧୬।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ସୋମବାର ସକାଳେ ଇସ୍ରାଏଲ ତେହେରାନର ମେହରାବାଦ ବିମାନବନ୍ଦର ଉପରେ ଏକ ବଡ଼ ଧରଣର ଆକ୍ରମଣ କରିଥିଲା । ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଦାବି କରିଛି ଯେ ସେମାନଙ୍କର ବାୟୁସେନା ଇରାନର ସର୍ବୋଚ୍ଚ ନେତା ଆୟତୁଲ୍ଲା ଅଲି…