ହୋଇଗଲା କି Ayesha Khanଙ୍କ ନିର୍ବନ୍ଧ? ମିଷ୍ଟ୍ରି ମ୍ୟାନ୍ଙ୍କ ସହ ରୋମାଣ୍ଟିକ ଫଟୋ ଶେୟାର କରି ଚମକାଇଲେ ମୁମ୍ବାଇ: ଟିଭି ଏବଂ ବଲିଉଡ଼ର ଜଣାଶୁଣା ଅଭିନେତ୍ରୀ ଆୟଶା ଖାନ ପ୍ରାୟତଃ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ରୁହନ୍ତି। ’ବିଗ ବସ 17’ ରୁ ଆରମ୍ଭ କରି ବଲିଉଡ ପର୍ଯ୍ୟନ୍ତ ସେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…