ବାଲେନ ଶାହଙ୍କ ଦୂରଦୃଷ୍ଟିକୁ ମୋଦିଙ୍କ ପ୍ରଶଂସା, କହିଲେ ନେପାଳ ବିନା ଆମ ରାମ ଅଧୁରା
ନୂଆଦିଲ୍ଲୀ,୨୩ା୧୧: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହଙ୍କ ପ୍ରଥମ ରାଜକୀୟ ଭାରତ ଗସ୍ତ ଅବସରରେ ଭାରତ-ନେପାଳ ସମ୍ପର୍କକୁ ନୂଆ ଦିଗ ଦେବା ଉପରେ ଗୁରୁତ୍ୱ ଦିଆଯାଇଛି । ସୋମବାର ଦିଲ୍ଲୀର ହାଇଦ୍ରାବାଦ ହାଉସ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ନେପାଳ ପ୍ରଧାନମନ୍ତ୍ରୀ ବାଲେନ…

