Tag Archives: Ayodhya Ram Mandir

ଅଯୋଧ୍ୟା ରାମ ମନ୍ଦିର ସୁରକ୍ଷାରେ ନିୟୋଜିତ ଯବାନଙ୍କୁ ଗୁଳି

ନୂଆଦିଲ୍ଲୀ, ୧୯।୬: ଅଯୋଧ୍ୟା ରାମ ମନ୍ଦିରର ସୁରକ୍ଷାରେ ନିୟୋଜିତ ଥିବା ସ୍ପେଶାଲ ସିକ୍ୟୁରିଟି ଫୋର୍ସର ଜଣେ ଯବାନଙ୍କର ସନ୍ଦିଗ୍ଧ ଅବସ୍ଥାରେ ଗୁଳି ଲାଗିବାରୁ ମୃତ୍ୟୁ ହୋଇଛି । ଗୁଳି କେଉଁ ପରିସ୍ଥିତିରେ ତାଙ୍କ ଦେହରେ ବାଜିଲା ତାହା ଏ ପର୍ଯ୍ୟନ୍ତ...

ଅଯୋଧ୍ୟା ରାମ ମନ୍ଦିର: ପ୍ରଥମ ସପ୍ତାହରେ ପ୍ରଭୁଙ୍କ ଦର୍ଶନ କଲେ ୧୯ ଲକ୍ଷ ଭକ୍ତ

ନୂଆଦିଲ୍ଲୀ,୨୯ା୧: ଭଗବାନ ରାମ ଲାଲାଙ୍କ ପ୍ରତିମାକୁ ପ୍ରତିଷ୍ଠା ହେବା ପରେ ଅଯୋଧ୍ୟାରେ ଆଧ୍ୟାତ୍ମିକ ଉତ୍ସାହର ଏକ ତରଙ୍ଗ ପ୍ରବାହିତ ହେଉଛି। ଯାହା ଦୂର ଦୂରାନ୍ତରୁ ଲକ୍ଷାଧିକ ଭକ୍ତଙ୍କୁ ଆକର୍ଷିତ କରୁଛି। ସମର୍ପଣ ସମାରୋହର ମାତ୍ର ଛଅ ଦିନ ମଧ୍ୟରେ, ଆଶ୍ଚର୍ୟ୍ୟଜନକ...

ପ୍ରଥମ ଦିନ ରାମଲାଲାଙ୍କୁ ଦାନରେ ମିଳିଛି ୩ କୋଟି ୧୭ ଲକ୍ଷ ଟଙ୍କା, ଆଜିଠୁ ବଦଳିଲା ଦର୍ଶନ ସମୟ

ଅଯୋଧ୍ୟା,୨୫।୧: ଅଯୋଧ୍ୟାରେ ନବନିର୍ମିତ ରାମ ମନ୍ଦିରକୁ ଭକ୍ତମାନେ ମନଖୋଲି ଦାନ କରୁଛନ୍ତି। ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବାର ପ୍ରଥମ ଦିନ ଦେଶର କୋଣ ଅନୁକୋଣରୁ ଭକ୍ତମାନେ ୩ କୋଟି ୧୭ ଲକ୍ଷ ଟଙ୍କା ଦାନ ଦେଇ ଏକ ନୂଆ ରେକର୍ଡ...

ସରିଲା ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା

ଅଯୋଧ୍ୟା,୨୨ା୧: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଅଯୋଧ୍ୟାରେ ସରିଛି ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮୪ ସେକେଣ୍ଡର ଶୁଭ ସମୟ ମଧ୍ୟରେ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା କରିଥିଲେ। କାଶୀ ପୀଠର ବେଦଜ୍ଞ ପ୍ରାଣପ୍ରତିଷ୍ଠା କାର୍ଯ୍ୟ ସମ୍ପନ୍ନ କରିଛନ୍ତି। ପ୍ରଭୁ...

ଅଯୋଧ୍ୟାରେ ପହଞ୍ଚିଲେ ମୋଦି

ଅଯୋଧ୍ୟା,୨୨ା୧: ସବୁରି ଆଖିରେ ଆନନ୍ଦ ଓ ସନ୍ତୋଷର ଅଶ୍ରୁ। ସମସ୍ତଙ୍କ ମୁହଁରେ ‘ଜୟ ଶ୍ରୀରାମ’ ଧ୍ୱନି। ଅଯୋଧ୍ୟା ହିଁ ପ୍ରଭୁ ରାମଙ୍କ ଜନ୍ମସ୍ଥାନ ବୋଲି ଭାରତବର୍ଷରେ ହିନ୍ଦୁମାନଙ୍କର ବିଶ୍ୱାସ ରହିଆସିଛି। ପ୍ରାୟ ୫୦୦ ବର୍ଷ ଧରି ଯେଉଁ ମହାର୍ଘ୍ୟ ମୁହୂର୍ତ୍ତକୁ...

ଆଜି ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା: ସାଧାରଣ ଦର୍ଶନ କେତେବେଳେ, କୌଣସି ଦେୟ ଅଛି କି ନାହିଁ ଜାଣନ୍ତୁ ଏ ସମ୍ପର୍କରେ…

ଅଯୋଧ୍ୟା,୨୨ା୧: ଆଜି ଅର୍ଥାତ୍‌ ସୋମବାର ୨୨ ତାରିଖରେ ଅଯୋଧ୍ୟାରେ ନୂଆ ରାମମନ୍ଦିରର ପ୍ରତିଷ୍ଠା କରାଯିବ। ଏହି ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଦେଶ ତଥା ବିଶ୍ୱର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେବେ। ଶ୍ରୀ ରାମ ଜନ୍ମଭୂମି ତୀର୍ଥକ୍ଷେତ୍ରର ଟ୍ରଷ୍ଟ...

ପ୍ରାଣ ପ୍ରତିଷ୍ଠା: ‘ଆରତି’ ସମୟରେ ଅଯୋଧ୍ୟାରେ ଫୁଲ ବର୍ଷା କରିବ ସେନା ହେଲିକପ୍ଟର

ନୂଆଦିଲ୍ଲୀ,୨୨।୧: ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ଆରତି ସମୟରେ ଫୁଲ ବର୍ଷା କରାଇବ ଭାରତୀୟ ସେନା ହେଲିକପ୍ଟର ଏବଂ ମନ୍ଦିରରେ ଆରତୀ ସମୟରେ ୩୦ କଳାକାର ମନ୍ଦିର ପରିସରରେ ବିଭିନ୍ନ ଭାରତୀୟ ବାଦ୍ୟଯନ୍ତ୍ର ବଜାଇବେ। ଏନେଇ ମନ୍ଦିର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।...

ଅଓ୍ବଧପୁରୀ ଅଭେଦ୍ୟ ଦୁଗ: ଏଆଇ ସିସିଟିଭି, ଡ୍ରୋନ୍‌, ୧୩ ହଜାର ସୁରକ୍ଷା କର୍ମୀ

ନୂଆଦିଲ୍ଲୀ, ୨୨।୧: ଅଯୋଧ୍ୟା ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ପୂର୍ବରୁ ସହରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୧୩ ହଜାର ସୁରକ୍ଷା କର୍ମୀଙ୍କୁ ମୁତୟନ କରାଯାଇଥିବାରୁ ଅଯୋଧ୍ୟା ସହର ଏକ ଦୁର୍ଗରେ ପରିଣତ ହୋଇଛି। ରାଜ୍ୟ ପୋଲିସ ସମେତ ଆର୍‌ପିଏଫ୍‌...

ମୁଁ ଅଯୋଧ୍ୟା ନିଶ୍ଚୟ ଯିବି, ଯଦି କୌଣସି ଦଳକୁ ଆପତ୍ତି ଥାଏ ତେବେ ଫରକ ପଡେନା: ହରଭଜନ ସିଂହ

ନୂଆଦିଲ୍ଲୀ,୨୦।୧: ମହେନ୍ଦ୍ର ସିଂହ ଧୋନୀ, ସଚିନ ତେନ୍ଦୁଲକର, ବିରାଟ କୋହଲି, ରବିଚନ୍ଦ୍ରନ ଅଶ୍ୱିନଙ୍କ ସମେତ ଅନେକ ଭାରତୀୟ କ୍ରିକେଟରଙ୍କୁ ଜାନୁଆରୀ ୨୨ରେ ହେବାକୁ ଥିବା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଲାଗି ନିମନ୍ତ୍ରଣ ମିଳିଛି। ଏହାକୁ ନେଇ କ୍ରିକେଟର...

Ram Mandir Prasad Booking: କ’ଣ ଘରେ ବସି ମାଗଣାରେ ପାଇପାରିବେ ଅଯୋଧ୍ୟା ରାମ ମନ୍ଦିରର ପ୍ରଥମ ଦିନର ପ୍ରସାଦ? ଜାଣନ୍ତୁ ପ୍ରକୃତ ସତ…

ନୂଆଦିଲ୍ଲୀ,୨୦।୧: ଜାନୁଆରୀ ୨୨ରେ ଅଯୋଧ୍ୟା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଅନେକ କମ୍ପାନୀ ପ୍ରସାଦ ବଣ୍ଟନ ନେଇ ଦାବି କରୁଛନ୍ତି। ଏପରିକି ବହୁଳ ମାତ୍ରାରେ ଶ୍ରଦ୍ଧାଳୁ ସେମାନଙ୍କ ଓ୍ବେବ୍‌ସାଇଟ୍‌କୁ ଯାଇ ବୁକିଂ କରୁଥିବା...

ମୋଦିଙ୍କ ୩୨ ବର୍ଷର ସ୍ବପ୍ନ ହେବ ପୂରଣ

ନୂଆଦିଲ୍ଲୀ,୧୪।୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାନୁଆରୀ ୨୨ରେ ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ କରିବେ। ଏହି ବିଶେଷ ଦିନ ପାଇଁ ସାରା ଦେଶରେ ପ୍ରସ୍ତୁତି ଚାଲିଛି। ପ୍ରଧାନମନ୍ତ୍ରୀ ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗଦେବା ସହ ତାଙ୍କର ୩୨ ବର୍ଷ ପୁରୁଣା ସଂକଳ୍ପ...

ମା’ ସୀତାଙ୍କ ବାପଘରୁ ଅଯୋଧ୍ୟାକୁ ଆସିଲା ଘରକରଣା ସାମଗ୍ରୀ, ୨୨ରେ ଗୃହ ପ୍ରବେଶ

ଅଯୋଧ୍ୟା,୬ା୧: ଆସନ୍ତା ୨୨ ତାରିଖରେ ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ। ଏହାକୁ ନେଇ ସମଗ୍ର ଦେଶରେ ଉତ୍ସାହର ବାତାବରଣ ରହିଛି। ଏହି କ୍ରମରେ ମା’ ସୀତାଙ୍କ ବାପଘରୁ ସାମଗ୍ରୀ ଅଯୋଧ୍ୟାରେ ତାଙ୍କ ଶାଶୁ ଘରେ ପହଞ୍ଚିଛି। ୨୨ରେ ରାମଲାଲାଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri