Tag Archives: Ayodhya

ମହିଳାଙ୍କଠାରୁ ଟଙ୍କା ଭର୍ତ୍ତି ବ୍ୟାଗ୍‌ ଝାମ୍ପିନେଲା ମାଙ୍କଡ଼, ପୋଲିସ ପହଞ୍ଚିବା ପରେ ଯାହା ଘଟିଲା…

ଅଯୋଧ୍ୟାରୁ ସୋସିଆଲ ମିଡିଆରେ ମାଙ୍କଡ଼ର ଏକ କାରନାମା ସାମ୍ନାକୁ ଆସିଛି। ଜଣେ ମହିଳାଙ୍କଠାରୁ ଟଙ୍କା ବ୍ୟାଗ୍‌ ଝାମ୍ପିନେଇ ମାଙ୍କଡ଼ ପଳାଇଗଲା। ମହିଳା ଏବଂ ପାଖରେ ଥିବା ଲୋକମାନେ ଯଥାସମ୍ଭବ ଚେଷ୍ଟା କଲେ, କିନ୍ତୁ ଟଙ୍କା ଫେରି ପାଇଲେ ନାହିଁ। ପରେ ପୋଲିସକୁ…

ଅଯୋଧ୍ୟାରେ ତ୍ରେତୟା ଯୁଗର ଅନୁଭବ, ଝଡ଼ ବର୍ଷାରେ ବି ଧର୍ମ ଧ୍ୱଜା ଉପରେ ପଡିବ ନାହିଁ କୌଣସି ପ୍ରଭାବ

ଅଯୋଧ୍ୟା,୨୫।୧୧: ମଙ୍ଗଳବାର ରାମ ନଗରୀ ଅଯୋଧ୍ୟା ଏକ ଐତିହାସିକ ମୁହୂର୍ତ୍ତର ସାକ୍ଷୀ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମ ମନ୍ଦିର ଉପରେ ଧର୍ମ ଧ୍ୱଜା ଉତ୍ତୋଳନ କରଛନ୍ତି। ଏହି ମହାନ ପତାକା ଉତ୍ତୋଳନ ଉତ୍ସବ ପରମ୍ପରା, ବିଶ୍ୱାସ ଏବଂ ଜାତୀୟତାର ଏକ…

ଆଜି ଶ୍ରୀରାମ ମନ୍ଦିର ଧ୍ବଜାରୋହଣ ସମାରୋହ: ଅଯୋଧ୍ୟାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି

ଅଯୋଧ୍ୟା,୨୫।୧୧: ଆଜି ମାର୍ଗଶୀର ମାସ ଶୁକ୍ଳପକ୍ଷ ପଞ୍ଚମୀ। ଏହି ଦିନ ମାତା ସୀତା ଏବଂ ମହାପ୍ରଭୁ ରାମଚନ୍ଦ୍ରଙ୍କ ବିବାହ ହୋଇଥିଲା। ଏହି ପୂଣ୍ୟତିଥି ଅବସରରେ ଅଯୋଧ୍ୟା ଶ୍ରୀରାମ ମନ୍ଦିରର ହେଉଛି ଧ୍ବଜାରୋହଣ ସମାରୋହ। ଏନେଇ ଉତ୍ସବମୁଖର ହୋଇପଡିଛି ଅଯୋଧ୍ୟା। ଏହି ପରିପ୍ରେକ୍ଷୀରେ…

ଅଯୋଧ୍ୟା: ବଦଳିଲା ରାମଲଲାଙ୍କ ଦର୍ଶନ ସହ ଆଳତି ସମୟ, ମନ୍ଦିର ପକ୍ଷରୁ ଜାରି ହେଲା ନୂଆ ସିଡ୍ୟୁଲ

ଅଯୋଧ୍ୟା,୨୩।୧୦: ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଭଗବାନ ରାମଙ୍କ ଦର୍ଶନ ପାଇଁ ବଦଳୁଥିବା ପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି, ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ଭକ୍ତମାନଙ୍କ ଦର୍ଶନ ସମୟ ପରିବର୍ତ୍ତନ କରିଛି ଏବଂ ବିଭିନ୍ନ ଆରତୀ ପାଇଁ ଏକ ନୂତନ…

ଭବ୍ୟ ରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା ହେବ ରାମ ଦରବାର

ଅଯୋଧ୍ୟା,୮।୪: ଅଯୋଧ୍ୟାର ଭବ୍ୟ ରାମ ମନ୍ଦିରରେ ଭଗବାନ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବର ପ୍ରାୟ ଦେଢ଼ ବର୍ଷ ପରେ ଏବେ ଆଉ ଏକ ପ୍ରାଣ ପ୍ରତିଷ୍ଠ ହେବାକୁ ଯାଉଛି। ରାମ ମନ୍ଦିରରେ ପ୍ରଭୁ ଶ୍ରୀରାମଙ୍କ ବିଶାଳ ଦରବାର ମଧ୍ୟ ନିର୍ମିତ ହୋଇଛି।…

Video: ଅଦ୍ଭୁତ ଆଲୌକିକ ଦର୍ଶନ…ଅଯୋଧ୍ୟାରେ ରାମଲଲାଙ୍କର ହେଲା ସୂର୍ଯ୍ୟ ତିଲକ

ଅଯୋଧ୍ୟା,୬।୪: ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଥିବା ରାମ ମନ୍ଦିରକୁ ରାମ ନବମୀ ଅବସରରେ ଭବ୍ୟ ରୂପେ ସଜାଯାଇଛି। ଏହି ପବିତ୍ର ଦିନରେ ରାମଲଲାଙ୍କର ସୂର୍ଯ୍ୟ ତିଲକ କରାଯାଇଛି। ସୂର୍ଯ୍ୟଙ୍କ କିରଣ ମାଧ୍ୟମରେ ରାମଲଲାଙ୍କ ମସ୍ତକରେ ତିଲକ କରାଯାଇଛି। କେବଳ ଅଯୋଧ୍ୟା ନୁହେଁ…

Acharya Satyendra Das Death: ସବୁଦିନ ପାଇଁ ନୀରବି ଗଲେ ରାମ ମନ୍ଦିରର ମୁଖ୍ୟ ପୂଜକ

ଅଯୋଧ୍ୟା,୧୨।୨:ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଥିବା ରାମ ମନ୍ଦିରର ମୁଖ୍ୟ ପୂଜକ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସଙ୍କର ବୁଧବାର ଦେହାନ୍ତ ହୋଇଯାଇଛି। ହସ୍ପିଟାଲ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମସ୍ତିଷ୍କ ରକ୍ତସ୍ରାବ ପରେ, ସେ ଲକ୍ଷ୍ନୌର ପିଜିଆଇରେ ଚିକିତ୍ସାଧୀନ ଥିଲେ। ହସ୍ପିଟାଲ ପକ୍ଷରୁ ଜାରି…

ସରକାର ନେଲେ ବଡ଼ ନିଷ୍ପତ୍ତି: ଓଡ଼ିଶାର ଏହି ସମସ୍ତ ସ୍ଥାନରୁ କୁମ୍ଭ ମେଳାକୁ ଯିବ ବସ୍

ଭୁବନେଶ୍ୱର,୮ା୧: କୁମ୍ଭମେଳା ୨୦୨୫ ପାଇଁ ଅଯୋଧ୍ୟାକୁ ସ୍ୱତନ୍ତ୍ର ଓଡ଼ିଶା ରାଜ୍ୟ ସଡକ ପରିବହନ ନିଗମ (ଓଏସଆରଟିସି) ବସ୍ ଚଲାଇବାକୁ ଓଡିଶା ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ, ସ୍ୱତନ୍ତ୍ର ହାଇ-ଏଣ୍ଡ ପ୍ରିମିୟମ ଓଏସଆରଟିସି ବସ୍ ପୁରୀ, ସମ୍ବଲପୁର, ଭବାନୀପାଟଣା…

ଅଯୋଧ୍ୟାରେ ରାମଙ୍କ ୫୦ ଲକ୍ଷ ଟଙ୍କାର ଲାଇଟ୍‌ ଚୋରି

ଅଯୋଧ୍ୟା,୧୪ା୮: ଅଯୋଧ୍ୟାର ରାମଲାଲା ମନ୍ଦିରକୁ ସଂଯୋଗକାରୀ ଭକ୍ତିପଥ ଓ ରାମପଥରେ ଲଗାଯାଇଥିବା ୩,୮୦୦ ବାମ୍ବୋ ଲାଇଟ୍‌ ଏବଂ ୩୬ ଗୋବୋ ପ୍ରୋଜେକ୍ଟର ଲାଇଟ୍‌କୁ ଦୁର୍ବୃତ୍ତମାନେ ଚୋରିକରି ନେଇଛନ୍ତି। ଚୋରି ହୋଇଥିବା ଲାଇଟ୍‌ଗୁଡ଼ିକର ଆନୁମାନିକ ମୂଲ୍ୟ ୫୦ ଳକ୍ଷ ଟଙ୍କା ହେବ। ଲାଇଟ୍‌…

ରାମ ଜନ୍ମଭୂମିର ସୁରକ୍ଷା ଆକଳନ କରିବେ ଏନ୍‌ଏସ୍‌ଜି ଟିମ୍‌

ଅଯୋଧ୍ୟା,୧୫ା୭: ଅଯୋଧ୍ୟାରେ ଜାତୀୟ ସୁରକ୍ଷା ଗାର୍ଡ (ଏନ୍‌ଏସ୍‌ଜି) ହବ୍‌ ନିର୍ମାଣ ପାଇଁ କେନ୍ଦ୍ର ସରକାର ପ୍ରସ୍ତୁତ ହେଉଛନ୍ତି। ଏହା ପରେ ଏନ୍‌ଏସ୍‌ଜି କଣ୍ଟିଜେଣ୍ଟ ସ୍ଥାୟୀ ଭାବରେ ଏଠାରେ ନିୟୋଜିତ ହେବ। ଏ ବାବଦରେ ୧୭ ଜୁଲାଇରେ ଏନ୍‌ଏସ୍‌ଜିର ଏକ ଦଳ ଅଯୋଧ୍ୟାକୁ…

ଅଯୋଧ୍ୟା ରାମ ମନ୍ଦିର ସୁରକ୍ଷାରେ ନିୟୋଜିତ ଯବାନଙ୍କୁ ଗୁଳି

ନୂଆଦିଲ୍ଲୀ, ୧୯।୬: ଅଯୋଧ୍ୟା ରାମ ମନ୍ଦିରର ସୁରକ୍ଷାରେ ନିୟୋଜିତ ଥିବା ସ୍ପେଶାଲ ସିକ୍ୟୁରିଟି ଫୋର୍ସର ଜଣେ ଯବାନଙ୍କର ସନ୍ଦିଗ୍ଧ ଅବସ୍ଥାରେ ଗୁଳି ଲାଗିବାରୁ ମୃତ୍ୟୁ ହୋଇଛି । ଗୁଳି କେଉଁ ପରିସ୍ଥିତିରେ ତାଙ୍କ ଦେହରେ ବାଜିଲା ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ…

ରାମମନ୍ଦିରରେ ଭଜନ ଗାଇବେ ସଲମାନଙ୍କ ଗୀତ ଗାଇ ରାତାରାତି ପ୍ରସିଦ୍ଧ ହୋଇଥିବା ଏହି ଗାୟିକା

ମୁମ୍ବାଇ: ସଲମାନ ଖାନଙ୍କ ଫିଲ୍ମ ‘କିକ୍‌’ରୁ ହିଟ୍‌ ଗୀତ ‘ଜୁମେ କି ରାତ୍‌’ଗାଇ ପଲକ ମୁଚାଲ ଚର୍ଚ୍ଚାକୁ ଆସିଥିଲେ। ସେ ବର୍ତ୍ତମାନ ଅଯୋଧ୍ୟା ରାମମନ୍ଦିରରେ ଭଜନ ଗାନ କରିବେ। ମାର୍ଚ୍ଚ ୮ରେ ସେ ଏକ ଦାନ ଅଭିଯାନ ପାଇଁ ମନ୍ଦିର ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?