Ayodhya

ଅଓ୍ବଧପୁରୀ ଅଭେଦ୍ୟ ଦୁଗ: ଏଆଇ ସିସିଟିଭି, ଡ୍ରୋନ୍‌, ୧୩ ହଜାର ସୁରକ୍ଷା କର୍ମୀ

ନୂଆଦିଲ୍ଲୀ, ୨୨।୧: ଅଯୋଧ୍ୟା ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ପୂର୍ବରୁ ସହରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୧୩ ହଜାର ସୁରକ୍ଷା କର୍ମୀଙ୍କୁ ମୁତୟନ କରାଯାଇଥିବାରୁ ଅଯୋଧ୍ୟା…

2 years ago

‘ରାମମୟ’ ଅଯୋଧ୍ୟା: ରାମଲାଲାଙ୍କ ୫୦୦ ବର୍ଷ ‘ନିର୍ବାସନ’ର ସମାପ୍ତି କରି ଆଜି ହେବ ‘ପ୍ରାଣ ପ୍ରତିଷ୍ଠା’

ଅଯୋଧ୍ୟା,୨୨।୧: ପ୍ରାୟ ୫୦୦ ବର୍ଷ ଧରି ଯେଉଁ ମହାର୍ଘ୍ୟ ମୁହୂର୍ତ୍ତକୁ ଦେଶବାସୀ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ, ସେହି ଐତିହାସିକ କ୍ଷଣ ଉପନୀତ। ଅଯୋଧ୍ୟା ରାମମନ୍ଦିରରେ ସୋମବାର…

2 years ago

ଶ୍ରୀରାମଲଲାଙ୍କ ପ୍ରାଣପ୍ରତିଷ୍ଠା ପାଇଁ ଉତ୍ସବମୁଖର ସମଗ୍ର ଦେଶ, ଅଯୋଧ୍ୟାରେ ପହଞ୍ଚିଲେଣି ଅନେକ ବ୍ୟକ୍ତିବିଶେଷ

ନୂଆଦିଲ୍ଲୀ,୨୧।୧: ଅଯୋଧ୍ୟାରେ ଶ୍ରୀରାମଲାଲା ବିରାଜମାନର ପ୍ରାଣ ପ୍ରତିଷ୍ଠା ସମାରୋହକୁ ଐତିହାସିକ କରିବାପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସୋମବାର ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ…

2 years ago

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗଦେବେ ଆତ୍ମଘୋଷିତ ବାବା ନିତ୍ୟାନନ୍ଦ ସ୍ୱାମୀ

ନୂଆଦିଲ୍ଲୀ, ୨୧।୧: ଆତ୍ମଘୋଷିତ ଭଗବାନ ତଥା ପଳାତକ ବଳାତ୍କାର ଅଭିଯୁକ୍ତ ନିତ୍ୟାନନ୍ଦ ରବିବାର ଦାବି କରିଛନ୍ତି ଯେ ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ ପାଇଁ ତାଙ୍କୁ ନିମନ୍ତ୍ରଣ…

2 years ago

ଅବେଳରେ ଲତା ଦିଦିଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୮।୧: ଅଯୋଧ୍ୟାରେ ଶ୍ରୀ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୁରସମ୍ରାଜ୍ଞୀ ଲତା ମଙ୍ଗେଶକରଙ୍କୁ ମନେ ପକାଇଛନ୍ତି। ଏହି ଅବସରରେ…

2 years ago

ରାମମନ୍ଦିର ଉପରେ ଡାକ ଟିକେଟ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀ ରାମ ଜନ୍ମଭୂମି ମନ୍ଦିର ଉପରେ ଏକ ସ୍ମାରକ ଡାକ ଟିକେଟ୍‌ ଉନ୍ମୋଚନ କରିଛନ୍ତି। ଏହା ସହିତ ପ୍ରଧାନମନ୍ତ୍ରୀ ସାରା ବିଶ୍ୱରେ…

2 years ago

ଆଜି ରାମମନ୍ଦିର ଗର୍ଭଗୃହରେ ରାମଲାଲାଙ୍କ ହେବ ସ୍ଥାପନା: ଶୁଭମୂହୁର୍ତ୍ତ ଫାଇନାଲ୍‌

ଅଯୋଧ୍ୟା,୧୮।୧:ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ହେବା ପୂର୍ବରୁ ଆଜି ମନ୍ଦିରର ପବିତ୍ର ମନ୍ଦିରରେ ଭଗବାନ ରାମଲାଲାଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ। ଏଥିପାଇଁ ଶୁଭ ସମୟ ଚୂଡାନ୍ତ ହୋଇଛି। ଗର୍ଭଗୃହରେ…

2 years ago

ରାମଙ୍କ ଭକ୍ତିରେ ବିଭୋର କିଲି ପଲ୍‌: ଭଜନ ଗାଇ ଶେୟାର କଲେ ଭିଡିଓ

ସୋସିଆଲ ମିଡିଆରେ ନିଜର ମଜାଳିଆ ନୃତ୍ୟ ଭିଡିଓ ସହିତ ସମସ୍ତଙ୍କୁ ମନୋରଞ୍ଜନ କରୁଥିବା ପ୍ରସିଦ୍ଧ ଇନ୍‌ଫ୍ଲୁଏନ୍ସର କିଲି ପଲ ମଧ୍ୟ ପ୍ରଭୁ ରାମଙ୍କୁ ପୂଜା କରୁଥିବା ଦେଖିବାକୁ…

2 years ago

ମୋଦିଙ୍କ ୩୨ ବର୍ଷର ସ୍ବପ୍ନ ହେବ ପୂରଣ

ନୂଆଦିଲ୍ଲୀ,୧୪।୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାନୁଆରୀ ୨୨ରେ ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ କରିବେ। ଏହି ବିଶେଷ ଦିନ ପାଇଁ ସାରା ଦେଶରେ ପ୍ରସ୍ତୁତି ଚାଲିଛି। ପ୍ରଧାନମନ୍ତ୍ରୀ ପ୍ରାଣ…

2 years ago

ଆଜିଠାରୁ ୧୧ ଦିନର ସ୍ବତନ୍ତ୍ର ରୀତିନୀତି ଆରମ୍ଭ କରିବେ ମୋଦି: ଅଡ଼ିଓ ବାର୍ତ୍ତାରେ କହିଲେ ଏମିତି କଥା

ନୂଆଦିଲ୍ଲୀ,୧୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ହେବା ପୂର୍ବରୁ ଏକ ଅଡିଓ ବାର୍ତ୍ତା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଅଯୋଧ୍ୟାରେ ରାମ…

2 years ago

ଏମପି କରିବେ ଅଭିନୟ: ରାମଲୀଳାରେ ମନୋଜ ତିଓ୍ବାରୀ ହେବେ ପର୍ଶୁରାମ-ଲକ୍ଷ୍ମଣଙ୍କ ଚରିତ୍ରରେ ରବି କିଶନ…

ଅଯୋଧ୍ୟା,୧୧।୧ : ରାମଲଲାଙ୍କର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମକୁ ସ୍ମରଣୀୟ କରିବା ପାଇଁ ୧୭ ରୁ ୨୨ ଜାନୁୟାରୀ ପର୍ଯ୍ୟନ୍ତ ଅଯୋଧ୍ୟାରେ ସରଯୁ ନଦି କୂଳରେ ଅବସ୍ଥିତ ରାମଘାଟରେ…

2 years ago

ସାବଧାନ ! ରାମ ମନ୍ଦିର ଉଦଘାଟନ ପୂର୍ବରୁ ଠକେଇ ଆରମ୍ଭ: ଭିଭିଆଇପି ଦର୍ଶନ କରାଇବାକୁ କହି ବ୍ୟାଙ୍କ ଆକାଉଣ୍ଟ ଖାଲି କରୁଛନ୍ତି ହ୍ୟାକର…

ନୂଆଦିଲ୍ଲୀ,୧୧।୧ : ଅଯୋଧ୍ୟାରେ ରାମ ମନ୍ଦିର ଉଦଘାଟନ ପୂର୍ବରୁ ଦେଶରେ ଠକେଇ ର଼୍ୟାକେଟ ସକ୍ରିୟ ହେବାରେ ଲାଗିଛି। ହ୍ୟାକରମାନେ ଶ୍ରଦ୍ଧାଳୁଙ୍କୁ ଅନଲାଇନରେ ବିଭିନ୍ନ ଲୋଭ ଦେଖାଇ ଠକିବା…

2 years ago