ଆୟୁଷ୍ମାନ ଆରୋଗ୍ୟ ଶିବିରରେ ରୋଗୀଙ୍କୁ ଏକ୍ସପାଏରୀ ବିସ୍କୁଟ ପ୍ରଦାନ ବାଣପୁର,୨୭ା୧୧(ଦିଲ୍ଲୀପ କୁମାର ସ୍ବାଇଁ): ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ଅନ୍ତର୍ଗତ ଗମ୍ଭାରୀମୁଣ୍ଡା ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆୟୁଷ୍ମାନ ଆରୋଗ୍ୟ ଶିବିର ଚାଲିଥିବାବେଳେ ସରକାରଙ୍କ ନିୟମ ଅନୁସାରେ ଗୋଟିଏ ରୋଗୀଙ୍କୁ ୫୦ ଟଙ୍କାର ଟିଫିନ୍ ବଦଳରେ ୫ ଟଙ୍କା ମୂଲ୍ୟର ଏକ୍ସପାଏରୀ ବିସ୍କୁଟ୍…