୧୦ ଲକ୍ଷ ଟପିଲା ଆୟୁଷ୍ମାନ ବୟବନ୍ଦନା କାର୍ଡରେ ହିତାଧିକାରୀଙ୍କ ପଞ୍ଜୀକରଣ ନୂଆଦିଲ୍ଲୀ,୧୮।୧୧: ଦେଶର ବରିଷ୍ଠ ନାଗରିକଙ୍କ ପାଇଁ ଆରମ୍ଭ ହୋଇଥିବା ଆୟୁଷ୍ମାନ ବୟବନ୍ଦନା କାର୍ଡରେ ପଞ୍ଜୀକରଣ ୧୦ ଲକ୍ଷରୁ ଅଧିକ ହୋଇଛି । ଏହି କାର୍ଡ ମାଧ୍ୟମରେ ୭୦ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କ ନାଗରିକ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର...