ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା: ଜାଣନ୍ତୁ ଏହାର ଲାଭ, ଗୁରୁତ୍ୱ ଭୁବନେଶ୍ୱର,୧୧।୪: ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (AB-PMJAY) ଶୁକ୍ରବାର ଓଡ଼ିଶାରେ ଆରମ୍ଭ ହୋଇଛି। AB-PMJAY ଏବଂ ପୂର୍ବରୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (BSKY) ଭାବରେ ଜଣାଶୁଣା ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା (GJAY) ଏକ ମିଳିତ...