ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ ଜାଣିବା ପାଇଁ ଆଉ ଆୟୁଷ୍ମାନ ଆପ୍ କିମ୍ବା ୱେବସାଇଟ୍ର ସାହାଯ୍ୟ ନେବାକୁ ପଡ଼ିବ…