ସ୍ବାସ୍ଥ୍ୟ କାର୍ଡ ବଣ୍ଟନରେ ଟଙ୍କା ଆଦାୟକୁ ନେଇ ଜନ ଅସନ୍ତୋଷ, ସରକାରଙ୍କ ପ୍ରତିଶ୍ରୁତି କାମରେ ଲାଗୁନି ଧର୍ମଶାଳା,୨୮ା୫(ଶିବ ପ୍ରସାଦ ମହାନ୍ତି): ସାରା ରାଜ୍ୟରେ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ ହୋଇଛି। ହିତାଧିକାରୀମାନଙ୍କ ପାଇଁ ଇ-କେ ଓ୍ବା ଇସି ସହ କାର୍ଡ ପ୍ରସ୍ତୁତି ଓ ବଣ୍ଟନ ପ୍ରକ୍ରିୟା ସମ୍ପୂର୍ଣ୍ଣ...