ପୁରୁଷୋତ୍ତମପୁରରେ ଆୟୁଷ୍ମାନ କାର୍ଡ ବଣ୍ଟନ, ସ୍ବାସ୍ଥ୍ୟସେବାରେ ହିତାଧିକାରୀ ପାଇବେ…
ପୁରୁଷୋତ୍ତମପୁର,୪ା୫(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପରିସରରେ ରବିବାର ଆୟୁଷ୍ମାନ କାର୍ଡ ବଣ୍ଟନ କରାଯାଇଛି। ଏଥିରେ ଭାଜପାର ରାଜ୍ୟ ଉପ-ସଭାପତି ଗୋଲକ ମହାପାତ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହିକାର୍ଡର ସୁବିଧା ଓ ମହତ୍ତ୍ୱ...
ଆୟୁଷ୍ମାନ ଯୋଜନାରେ ସାମିଲ ପାଇଁ ଦାବି ଉଠାଇଲେ ସାଧୁସନ୍ଥ, ସ୍ବାସ୍ଥ୍ୟମନ୍ତ୍ରୀ କହିଲେ…
ଭୁବନେଶ୍ୱର,୧୩ା୪: ସରକାର ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ତେବେ ଏଥିରେ ସାମିଲ ପାଇଁ ସାଧୁସନ୍ଥମାନେ ମଧ୍ୟ ନିବେଦନ କରିଛନ୍ତି। ପୁରୀରେ ସାଧୁ ସମାଜ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ଓ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଏନେଇ ଦାବିପତ୍ର ପ୍ରଦାନ କରାଯାଇଛି। ରାଜ୍ୟରେ ୪୦...
ଜିଲାର ୧୪ଲକ୍ଷ ହିତାଧିକାରୀ ପାଇବେ କାର୍ଡ
ଭବାନୀପାଟଣା,୧୨ା୪(ଉତ୍ତମ କୁମାର ଦାଶ): ଶୁକ୍ରବାର ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣ ଓ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା ଶୁଭାରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଭବାନୀପାଟଣା ବିଶ୍ୱ ବିଦ୍ୟାଳୟ ଛକସ୍ଥିତ ସହରାଞ୍ଚଳ ପ୍ରାଥମିକ...
ଆଜି ଆୟୁଷ୍ମାନ ଭାରତ ଯୋଜନା ଲାଗି ଏମ୍ଓୟୁ
ଭୁବନେଶ୍ୱର,୧୩ା୧(ସୁନିତ୍ ମିଶ୍ର): ଫେବୃଆରୀରେ ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ ହେବ। ଏଥିଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏମ୍ଓୟୁ ସ୍ବାକ୍ଷର ହେବ। ଏହାପରେ ହିତାଧିକାରୀମାନଙ୍କୁ ଏହି ଯୋଜନାରେ ପ୍ରସ୍ତୁତ କାର୍ଡ ପ୍ରଦାନ କରାଯିବ। ତେବେ ସୋମବାର କେନ୍ଦ୍ର ଓ...
Archives


