ମହିଳା ବିଶ୍ୱକପ୍ରେ ପାକିସ୍ତାନର “ଆଜାଦ କଶ୍ମୀର” ନାରା, ଏସିଆ କପ୍ ପରେ ପୁଣି ବିବାଦ କୋଲମ୍ବୋ,୩।୧: କୋଲମ୍ବୋରେ ଚାଲିଥିବା ମହିଳା ଦିନିକିଆ ବିଶ୍ୱକପରେ ପାକିସ୍ତାନ ଓ ଶ୍ରୀଲଙ୍କା ମଧ୍ୟରେ ଖେଳା ମ୍ୟାଚ ସମୟରେ ପୂର୍ବତନ ପାକିସ୍ତାନ ମହିଳା କ୍ରିକେଟ ଦଳର ଅଧିନାୟକ ସାନା ମୀରଙ୍କ ଏକ ରାଜନୈତିକ ମନ୍ତବ୍ୟ ବିବାଦ ସୃଷ୍ଟି କରିଛି। ନାଟାଲିଆ ପରଭେଜ...