B.Ed ନାଁ ଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ଏହି ତାରିଖରୁ ଆରମ୍ଭ ଆବେଦନ ଭୁବନେଶ୍ୱର,୨୦।୩: ଆଗାମୀ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ଦୁଇ ବର୍ଷିଆ ବି. ଏଡ଼/ଏମ. ଏଡ଼/ ବି.ଏଚ.ଏଡ଼ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ...