ଭୁବନେଶ୍ୱର,୪।୭(ସୁଚିସ୍ମିତା ସାହୁ): ଦୁଇବର୍ଷିଆ ବି.ଏଡ୍, ଏମ୍.ଏଡ୍ ଏବଂ ବି.ଏଚ୍.ଏଡ୍ ପ୍ରବେଶିକା ପରୀକ୍ଷା-୨୦୨୫ର ସାମୟିକ ଉତ୍ତର ପ୍ରକାଶନ ବା ଆନ୍ସାର୍ କି’ ଆସନ୍ତା ୭ ତାରିଖରେ ପ୍ରକାଶ ପାଇବ।…