ହଠାତ୍ କ୍ରିକେଟରୁ ସନ୍ନ୍ୟାସ ଘୋଷଣା କରି ଚମକାଇଦେଲେ ଏହି ଭାରତୀୟ କ୍ରିକେଟର, କ୍ରିକେଟ ଜଗତରେ ହଇଚଇ
ନୂଆଦିଲ୍ଲୀ,୨୬।୧୧: ଭାରତୀୟ କ୍ରିକେଟର ବାବା ଅପରାଜିତ ହଠାତ୍ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଘରୋଇ କ୍ରିକେଟରେ ସେ ବେଶ ସକ୍ରିୟ ଥିଲେ। ଏପରିକି ଆଇପିଏଲ ଦଳରେ ମଧ୍ୟ ତାଙ୍କୁ ସ୍ଥାନ ମିଳିଥିଲା। କିନ୍ତୁ ଭାରତୀୟ କ୍ରିକେଟ ଦଳ ପାଇଁ ଖେଳିବାର ସୁଯୋଗ…

