ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍ ହେବେ ଏହି ୫ ରାଶି ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା ଜଣେ ବୁଲଗେରିଆନ ଭବିଷ୍ୟବକ୍ତା ଯାହାଙ୍କର ଅନେକ ଭବିଷ୍ୟବାଣୀ ସତ୍ୟ ପ୍ରମାଣିତ ହୋଇଛି। ସେ...