ନୂଆପଡ଼ାରୁ ଆସିଲା ବଡ଼ ଖବର: ବବିଙ୍କ ନାଁରେ ସାଂଘାତିକ …
ନୂଆପଡ଼ା,୩୧।୧୦(ମକାରୁ ବେମାଲ): ବିଜେଡି ନେତା ବବି ଦାସଙ୍କ ନାଁରେ ଲିଖିତ ଅଭିଯୋଗ ହୋଇଛି। ଜନୈକ ଯୁବକ କୋମନା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ବବି ଦାସ ଓ ବିଧାୟକ ଅଧିରାଜ ପାଣିଗ୍ରାହୀଙ୍କ ନାଁରେ ଲିଖିତ ଅଭିଯୋଗ ହୋଇଛି। ବିଜେଡି ନେତା...
ବବି ଦାସଙ୍କୁ ଆକାଶ ଦାସ ନାୟକଙ୍କ ଖୋଲା ଚ୍ୟାଲେଞ୍ଜ, କହିଲେ ଯଦି ମୋ’ ବିରୋଧରେ ଲଢ଼େଇ କରିବେ ତା’ହେଲେ…
ଭୁବନେଶ୍ୱର,୨୧ା୯: ବିଜେଡି ନେତା ବବି ଦାସଙ୍କ କୋରେଇ ଫେରିବା ମନ୍ତବ୍ୟକୁ ନେଇ ଭାଜପା ବିଧାୟକ ଆକାଶ ଦାସ ନାୟକ କଡ଼ା କାଉଣ୍ଟର କରିଛନ୍ତି। ବବିଙ୍କ ଯାଜପୁର ଦେବକୀ ଓ କୋରେଇ ଯଶୋଦା ମା’ ମନ୍ତବ୍ୟକୁ ନେଇ ଆକାଶ କହିଛନ୍ତି, କ୍ଷମତାର...
ରାଜନୀତିରେ ହଇଚଇ: ବିଜେଡି ନେତାଙ୍କ ସହ ପାଣ୍ଡିଆନଙ୍କ ସ୍ତ୍ରୀ ସୁଜାତା କରୁଛନ୍ତି ଗୁପ୍ତ ମନ୍ତ୍ରଣା, ନବୀନଙ୍କ ପାଇଁ…
ଭୁବନେଶ୍ୱର,୨୫ା୮(ରବିନାରାୟଣ ଜେନା): ବରିଷ୍ଠ ପ୍ରଶାସନିକ ଅଧିକାରୀ ପଦରୁ ସ୍ବେଚ୍ଛାକୃତ ଅବସର ନେଇଥିବା ସୁଜାତା କାର୍ତ୍ତିକେୟନ ରାଉତ ରାଜ୍ୟର ପ୍ରମୁଖ ବିରୋଧୀ ଦଳ ବିଜେଡିର ମଙ୍ଗ ଧରିବା ନେଇ ଚର୍ଚ୍ଚା ଲାଗି ରହିଛି। ରବିବାର ସୁଜାତାଙ୍କ ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ...
ଡିସଚାର୍ଜ ହୋଇ ଘରକୁ ଫେରିଲେ ବିଜେଡି ନେତା, ବବିଙ୍କୁ ଦେଖି ହଠାତ୍ ଲୋକେ…
ଭୁବନେଶ୍ୱର,୨୦।୭: ଯାଜପୁର ଫେରିଲେ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ। ମେଡିକାଲରୁ ଡିସଚାର୍ଜ ହୋଇ ବବି ଦାସ ଘରକୁ ଫେରିଛନ୍ତି। କାଳୀମେଘା ବାସଭବନରେ ପହଞ୍ଚିବା ପରେ ବିଜେଡି କର୍ମୀ ଏବଂ ଲୋକଙ୍କର ଅସମ୍ଭାଳ ଭିଡ ଦେଖିବାକୁ ମିଳିଥିଲା। ଏପରିକି ବବିଙ୍କୁ...
ଯାଜପୁର ପାଇଁ ଅଲୋଡ଼ା ହେଲେ ବବି, ନବୀନ ଦେଲେ ବଡ଼ ଝଟ୍କା
ଭୁବନେଶ୍ୱର,୨ା୨: ବିଜେଡି ନେତା ବବି ଦାସ ଏବେ ଯାଜପୁର ପାଇଁ ଅଲୋଡ଼ା ହୋଇଯାଇଛନ୍ତି। ଯିଏ ଦିନେ ଦଳର ଟିକ୍ନିକ୍ କଥା ବୁଝୁଥିଲେ ତାଙ୍କ ଇଙ୍ଗିତରେ କୁଆଡ଼େ ଦଳ ଉଠ୍ବସ୍ ହେଉଥିଲା ଆଜି ତାଙ୍କୁ କୌଣସି ଦାୟିତ୍ୱ ଦେଇନାହାନ୍ତି ଦଳର ସୁପ୍ରିମୋ...
ଖୋଲିବ ଗୁମର, ଫସିବେ ବବି !
ଭୁବନେଶ୍ୱର,୨୨ା୧: ଖୋଲିବ ଗୁମର। ପୁଣି ଫସିବେ ବିଜେଡି ନେତା ବବି ଦାସ। ଭାଜପା ସରକାର ବବିଙ୍କ ଉପରେ କଡ଼ା ଆକ୍ସନ ନେବେ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ଭାଜପା ବିଧାୟକ ପଦ୍ମଲୋଚନ ପଣ୍ଡା ଏନେଇ କିଛି ଭିତିରି କଥା...
OCA ସଭାପତି ପଦରୁ ଇସ୍ତଫା ଦେଲେ ବବି ଦାସ
କଟକ,୨୯।୧୨: ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ) ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ବିଜେଡିର ବରିଷ୍ଠ ରାଜନେତା ପ୍ରଣବ ପ୍ରକାଶ ଦାସ(ବବି)। ଏନେଇ ସୂଚନା ଦେଇଛନ୍ତି ସମ୍ପାଦକ ସଞ୍ଜୟ ବେହେରା। ବ୍ୟକ୍ତିଗତ କାରଣ ଦର୍ଶାଇ ବବି ଇସ୍ତଫା ଦେଇଥିବା ବେଳେ ଆଶାଟା ୪୫...
ବବି ଦାସ ଭାଇଙ୍କ ନାଁରେ ଏତଲା, ବ୍ୟବସାୟୀଙ୍କୁ ଧମକ ଦେଇ…
ଯାଜପୁର,୨୨ା୧୧: ବିଜେଡି ନେତା ତଥା ପୂର୍ବତନ ବିଧାୟକ ବବି ଦାସଙ୍କ ଭାଇ ଭବ ପ୍ରକାଶ ଦାସଙ୍କ ନାଁରେ ଏତଲା ଦିଆଯାଇଛି। ହାଟର ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଯାଜପୁର ଥାନାରେ ଏତଲା ଦେଇଛନ୍ତି ବ୍ୟବସାୟୀ ଜଣକ। ଭବଙ୍କ ସହଯୋଗୀ...
ଅଧିକ ଭୋଟ୍ ପାଇଁ ଭୋଟରମାନଙ୍କୁ ପ୍ରଣାମ ଜଣାଇଲେ ବବି ଦାସ, କହିଲେ ଯାଜପୁର ମାଟି…
ବରୀ,୪ା୧୧(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ରବିବାର ବିଜେଡିର ଏକ ଜନସମ୍ପର୍କ ପଦଯାତ୍ରା ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହା ସ୍ଥାନୀୟ ବରୀ ମାଉଣ୍ଡଠାରୁ ଆରମ୍ଭ ହୋଇ ଅଟିରା ପଞ୍ଚାୟତସ୍ଥିତ ସନ୍ଥନ ମଠଠାରେ ଶେଷ ହୋଇଛି।...
ବବିଙ୍କ ରଣହୁଙ୍କାର ପରେ ମୁହଁ ଖୋଲିଲେ ସୁଜାତା, କହିଲେ ମୋର ଇସ୍ତଫା…
ଭୁବନେଶ୍ୱର,୩ା୧୦: ବୁଧବାର ବିଜେଡି ନେତା ତଥା ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ରଣହୁଙ୍କାର ପରେ ଗୁରୁବାର ସୁଜାତା ସାହୁ ଏକ ବଡ଼ ବୟାନ ଦେଇଛନ୍ତି। ତାଙ୍କ ବୟାନ ଶୁଣି ରାଜ୍ୟ ରାଜନୀତି ଆହୁରି ସରଗରମ ହୋଇଉଠିଛି। ସୁଜାତା...
ବବିଙ୍କ ଉପରେ ଆଉ ପାଉନି କି ନବୀନଙ୍କ ଭରସା, କମିଟି ତାଲିକାରୁ ହଟିଲା ନାଁ
ଭୁବନେଶ୍ୱର,୨୮ା୯: ବିଜେଡିର ପରାଜୟ ପରେ ଦଳର ପୁରୁଖା ନେତାମାନେ ଏହାର କାରଣ ଖୋଜି ଚାଲିଛନ୍ତି। ଅନ୍ୟପକ୍ଷରେ ଦଳର ମୁଖିଆ ମଧ୍ୟ ସମସ୍ତଙ୍କୁ ଏହାର ହିସାବ ମାଗୁଛନ୍ତି। ଦଳ ପରାଜୟ ବରଣ ପରେ ନବୀନ ଏବେ ଆକ୍ଟିଭ୍ ହୋଇଯାଇଛନ୍ତି। ଦଳୀୟ ନେତାମାନଙ୍କୁ...
ବିଜେଡିର ଗୁମର ଖୋଲିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪ା୬: ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ରବିବାର ପ୍ରଥମ ଥର ପାଇଁ ମୋହନ ଚରଣ ମାଝି କେନ୍ଦୁଝର ଜିଲା ତଥା ନିଜ ଜନ୍ମମାଟିକୁ ଗସ୍ତ କରିଥିଲେ। ଏହି ଗସ୍ତ ସମୟରେ ସେ ପ୍ରଥମେ ଘଟଗାଁ ତାରିଣୀ ପୀଠକୁ...
Archives


