ପ୍ରିନ୍ସିପାଲଙ୍କୁ ୨୭ ଥର ଛୁରା ମାଡ଼ କଲେ ଛାତ୍ର; ‘ବାବୁ’ ଶବ୍ଦ ଖୋଲିଲା… ନାଲଗୋଣ୍ଡା,୨୦।୮: ତେଲଙ୍ଗାନା ନାଲଗୋଣ୍ଡା ଜିଲାର ଏକ ଘରୋଇ ସ୍କୁଲର ପ୍ରିନ୍ସିପାଲ ରୂପା ରେଡ୍ଡିଙ୍କୁ ତାଙ୍କ ଘରେ ହତ୍ୟା କରାଯିବାର ଏକ ସପ୍ତାହରୁ ଅଧିକ ସମୟ ପରେ, ପୋଲିସ ସେହି ସ୍କୁଲର ଦୁଇ ଜଣ ଦଶମ ଶ୍ରେଣୀ ଛାତ୍ରଙ୍କୁ ଗିରଫ କରିଛି। ଅଭିଯୋଗ…