ବିଧାୟକ ବାବୁ ସିଂଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ ଭୁବନେଶ୍ୱର,୯।୨: ବିଧାୟକ ବାବୁ ସିଂଙ୍କ ଆବେଦନ ହାଇକୋର୍ଟରେ ଖାରଜ କରାଯାଇଛି। ଭୁବନେଶ୍ୱର ଏକାମ୍ର ନିର୍ବାଚନୀ ମାମଲାରେ ଆବେଦନ ଖାରଜ କରାଯାଇଛି। ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ବାବୁ ସିଂ ଆବେଦନ କରିଥିଲେ। ନିର୍ବଚନୀ ମାମଲାର ଶୁଣାଣି ହେବ କହିଲେ ହାଇକୋର୍ଟ।…