ଚାଲିଗଲା ମା’ ଛେଉଣ୍ଡ ଛୁଆହାତୀ ଶମ୍ଭୁର ଜୀବନ ବାରଙ୍ଗ,୨୩।୧୨(ଲିଙ୍ଗରାଜ ରାଉତ): ଚନ୍ଦକା ଜଙ୍ଗଲର କୁମାରଖୁଣ୍ଟିରେ ରହୁଥିବା ୬ମାସର ମା’ଛେଉଣ୍ଡ ହାତୀ ଛୁଆ ଶମ୍ଭୁ ମଙ୍ଗଳବାର ମୃତ୍ୟୁବରଣ କରିଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନ ଥିବାବେଳେ ହର୍ପିକସ୍ କିମ୍ବା ଆଭ୍ୟନ୍ତରିଣ ଅସୁବିଧା ଯୋଗୁ ଶମ୍ଭୁର ମୃତ୍ୟୁ ଘଟିଛି ବୋଲି...