ବାରଙ୍ଗ,୨୩।୧୨(ଲିଙ୍ଗରାଜ ରାଉତ): ଚନ୍ଦକା ଜଙ୍ଗଲର କୁମାରଖୁଣ୍ଟିରେ ରହୁଥିବା ୬ମାସର ମା’ଛେଉଣ୍ଡ ହାତୀ ଛୁଆ ଶମ୍ଭୁ ମଙ୍ଗଳବାର ମୃତ୍ୟୁବରଣ କରିଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନ ଥିବାବେଳେ…