ଖେଳୁଖେଳୁ ପୋଖରୀରେ ପଡ଼ି ଚାଲିଗଲା ଶିଶୁକନ୍ୟାଙ୍କ ଜୀବନ ପାଟଣା,୨୪ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଚୁଟିଆ ପଶୀ ଗ୍ରାମର ଶୁକ୍ରବାର ଅପରାହ୍ନରେ ଜଣେ ୪ବର୍ଷର ଶିଶୁକନ୍ୟାଙ୍କ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି। ଘଟଣା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ମୃତକ ହେଇଛନ୍ତି ଗାଁର ଉପେନ୍ଦ୍ର…