ମାମୁଘରକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଶିଶୁକନ୍ୟାର ଜୀବନ ଦେବଗଡ଼,୧ା୧୧(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ଥାନା ଅଧୀନ ନାଉଲିପଡ଼ା ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି। ମାମୁଘରକୁ ଆସି ପୋଖରୀକୁ ଏକୁଟିଆ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି ଶିଶୁକନ୍ୟାର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ଶିଶୁକନ୍ୟା...