ମେଡିକାଲରୁ ପୁଣି ଶିଶୁ ଚୋରି: ଜନ୍ମ ପରେ ନବଜାତକର ଫଟୋ ରଖିଥିଲେ ପରିବାର, ହେଲେ… ନୟାଗଡ଼,୩୦ା୧୧(ଲୋକନାଥ ମିଶ୍ର): ରାଜ୍ୟରେ ଥିବା ବିଭିନ୍ନ ମେଡିକାଲରୁ ଶିଶୁ ଚୋରି ହେଉଥିବା ବାରମ୍ବାର ଅଭିଯୋଗ ହେଉଛି। ଶୁକ୍ରବାର ସମ୍ବଲପୁର ଜିଲା ଭୀମସାର ମେଡିକାଲରୁ ଶିଶୁ ଚୋରି ହୋଇଥିବାବେଳେ ଶନିବାର ନୟାଗଡ଼ ନୟାଗଡ଼ ଜିଲା ରଣପୁର ଥାନା ସୁନାଖଳା ସ୍ବାସ୍ଥ୍ୟକେନ୍ଦ୍ରରେ ନବଜାତ...