ରାଜନଗର,୨୫ା୪: ଦୀର୍ଘ ୫୦ ଦିନ ପରେ କଇଁଛଙ୍କ ଏନ୍ତୁଡ଼ିଶାଳ ଗହୀରମଥା ପୁଣି ଚଳଚଞ୍ଚଳ ହୋଇପଡ଼ିଛି। ଲକ୍ଷଲକ୍ଷ ମାଈ କଇଁଛ ଗହୀରମଥାର ଅଗରନାସୀ-୨ରେ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଶେଷ…