ଗାଁରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ, ଘରେ ପ୍ରସବ କଲେ ମହିଳା ମୋହନା,୧୧ା୩(ମନ୍ମଥ ମିଶ୍ର): ସରକାର ଅନେକ ଯୋଜନା ପ୍ରସ୍ତୁତ କରିଥିବାବେଳେ ଆଜି ବି ଜନନୀ ଯନ୍ତ୍ରଣା ଥମିନି। ରାସ୍ତା ଖରାପ ପାଇଁ ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ। ଫଳରେ ଜଣେ ମହିଳା ଘରେ ସନ୍ତାନ ପ୍ରସବ କରିଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…