ଗୁଣାତ୍ମକ ଶିକ୍ଷାର ପୃଷ୍ଠଭୂମି ଭାରତୀୟ ସଂସ୍କୃତିରେ ଶିକ୍ଷାର ଲକ୍ଷ୍ୟ ହେଉଛି ଚରିତ୍ର ଗଠନ ଓ ପବିତ୍ରତା। ମହାତ୍ମା ଗାନ୍ଧୀଙ୍କ ଚିନ୍ତାଧାରାରେ ଛାତ୍ର ଜୀବନରେ ଖଦିବସ୍ତ୍ର ପରିଧାନ, ସୂତାକାଟିବା କାର୍ଯ୍ୟ ଛାତ୍ରମାନଙ୍କୁ ସ୍ବାବଲମ୍ବୀ ହେବାକୁ ଅନୁପ୍ରେରିତ କରିବା ସହ ବଳକା ସମୟର ସଦୁପଯୋଗ ପାଇଁ କର୍ମତତ୍ପର...