ଉତ୍ତରାଖଣ୍ଡରେ ହଠାତ୍ ବଦଳିଗଲା ପାଗ, କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି ଡେରାଡୁନ୍,୩୧ା୫: ରବିବାର ଉତ୍ତରାଖଣ୍ଡରେ ହଠାତ୍ ପାଗର ପରିବର୍ତ୍ତନ ହୋଇଥିଲା। ଫଳରେ ପର୍ବତଠାରୁ ସମତଳ ଅଞ୍ଚଳ ପର୍ଯ୍ୟନ୍ତ ସବୁକିଛି ଥରାଇ ଦେଇଥିଲା। କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି ଘଟିଛି। ତୀର୍ଥଯାତ୍ରା ସ୍ଥଗିତ ରଖାଯାଇଛି। ରାଜ୍ୟ ଜରୁରୀକାଳୀନ ଅପରେସନ୍ସ ସେଣ୍ଟର (SEOC) ଅନୁଯାୟୀ, ସାରା…