Badminton Hyperperformance Center

ଓଡ଼ିଶା କ୍ରୀଡ଼ାରେ ଯୋଡ଼ି ହେଲା ନୂଆ ଫର୍ଦ୍ଦ: ବ୍ୟାଡମିଣ୍ଟନ୍ ହାଇପର୍ଫମାନ୍ସ ସେଣ୍ଟର ଉଦଘାଟିତ

ଭୁବନେଶ୍ୱର,୧୨ା୧୨: ଓଡ଼ିଶା ସରକାର କ୍ରୀଡାକୁ ଆଗ୍ରାଧିକାର ଦେଇ ରାଜ୍ୟରେ କ୍ରୀଡା ଭିତ୍ତିଭୂମିକୁ ସୁଦୃଢ କରିବାକୁ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି କ୍ରମରେ ଗୁରୁବାର କଳିଙ୍ଗ ଷ୍ଟାଡିୟମ ପରିସରରେ…

1 year ago