ଚାରିଧାମର ଏହି ମନ୍ଦିରରେ ଲାଗିଲା କଟକଣା: ଅଣ-ହିନ୍ଦୁଙ୍କ ପ୍ରବେଶ ମନା ନୂଆଦିଲ୍ଲୀ,୨୬।୧: ଉତ୍ତରାଖଣ୍ଡର ପବିତ୍ର ଚାରିଧାମ ମଧ୍ୟରୁ ଅନ୍ୟତମ ଗାଙ୍ଗୋତ୍ରୀ ଧାମରେ ଏଣିକି ଅଣ-ହିନ୍ଦୁମାନେ ପ୍ରବେଶ କରିପାରିବେ ନାହିଁ। ଶ୍ରୀ ଗାଙ୍ଗୋତ୍ରୀ ମନ୍ଦିର କମିଟି ପକ୍ଷରୁ ରବିବାର ଏହି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। କେବଳ ମୁଖ୍ୟ ଧାମ ନୁହେଁ, ବରଂ ମା’ ଗଙ୍ଗାଙ୍କ…