ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ… ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ କରୁଥିବା ବରିଷ୍ଠ ରାଜ୍ୟ ସଭା ଯାଆନ୍ତୁ। ଖାଲି ଏତିକି ନୁହେଁ, ବିଜେଡିର ପ୍ରାର୍ଥୀ…