ବୈକୁଣ୍ଠଧାମ ଆଶ୍ରମ ଭଙ୍ଗା ଆଦେଶ ଉପରେ ରହିତାଦେଶ କଟକ,୨୧।୧୧: ବୈକୁଣ୍ଠଧାମ ଆଶ୍ରମ ଭଙ୍ଗା ଉପରେ ରୋକ୍ ଲଗାଇଛନ୍ତି ହାଇକୋର୍ଟ। ସରକାରୀ ଜମି ଜବର ଦଖଲ କରି ଗଢି ଉଠିଥିବା ଆଶ୍ରମକୁ ଭାଙ୍ଗିବାକୁ ଗୁରୁବାର ଅପରାହ୍ନରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଘୋଷଣା କରିବା ପରେ କୋର୍ଟ ଏହି ନିଷ୍ପତ୍ତି ଶୁଣାଇଛନ୍ତି।...