କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍): ବହୁ ଚର୍ଚ୍ଚିତ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲାରେ ବୟଫ୍ରେଣ୍ଡ ଭୀମସେନ ପ୍ରସାଦ ଟୁଡୁଙ୍କୁ ହାଇକୋର୍ଟରୁ ସର୍ତ୍ତ ମୂଳକ ଜାମିନ ମିଳିଛି। ୫୦…