ପ୍ରେମ ଜାଲରେ ଫସାଇ ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗ: ବୈଶିଙ୍ଗାରେ ୨୬ ବର୍ଷୀୟ ଯୁବକ ଗିରଫ, କୋର୍ଟ ଚାଲାଣ
ବୈଶିଙ୍ଗା, ୨୬।୧୧(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମେରଦା ଗ୍ରାମର ଜଣେ ଯୁବକ ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇ ଗର୍ଭବତୀ କରିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି। ଅଭିଯୁକ୍ତ ଯୁବକଙ୍କୁ ପୋଲିସ ଗିରଫ କରିବା ପରେ ଗୁରୁବାର ଅପରାହ୍ନରେ କୋର୍ଟ…

