ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବୈତରଣୀରେ ନିର୍ମାଣ ହେବ ବ୍ୟାରେଜ୍ ପାଟଣା,୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବାର ପ୍ରସ୍ତାବ ରହିଛି କି ବୋଲି ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...