ଭିନେଶଙ୍କୁ ନେଇ ଆସିଲା ବଡ଼ ଖବର, ରେଳବାଇ କହିଲା ଖେଳାଳିଙ୍କୁ… ନୂଆଦିଲ୍ଲୀ,୮ା୯: କଂଗ୍ରେସରେ ଯୋଗଦେବା ପୂର୍ବରୁ ମହିଳା ରେସଲର ଭିନେଶ ଫୋଗଟ ରେଳବାଇରୁ ଇସ୍ତଫା ଦେଇଥିଲେ। ଏବେ ଉତ୍ତର ରେଳ ବିଭାଗ ଭିନେଶ ଏବଂ ବଜରଙ୍ଗ ପୁନିଆଙ୍କ ଇସ୍ତଫା ଗ୍ରହଣ ପ୍ରକ୍ରିୟା ଆରମ୍ଭ କରିଛି। ରେଳବାଇ ସୂତ୍ରରୁ ଜଣାପଡିଛି ଯେ, ଉଭୟ...